ଅର୍ଥ : ଯାହାପାଇଁ କୌଣସି ଅଙ୍କୁଶ ବା ବାଧା ନାହିଁ
ଉଦାହରଣ :
ହିଟଲର୍ ଜଣେ ନିରଙ୍କୁଶ ଶାସକ ଥିଲେ
ସମକକ୍ଷ : ଅପ୍ରତିବଦ୍ଧ, ନିରଙ୍କୁଶ, ବାଧାହୀନ, ଯଥେଚ୍ଛାଚାରୀ, ସ୍ୱଚ୍ଛନ୍ଦ
ଅନ୍ୟ ଭାଷାରେ ଅନୁବାଦ :
जिसके लिए कोई अंकुश या रुकावट न हो।
हिटलर एक निरंकुश शासक था।