ଅର୍ଥ : କୌଣସି ବସ୍ତୁ, ବ୍ୟକ୍ତିଆଦିଙ୍କ ଗୁଣ ବା ଭଲ ବ୍ୟବହାର ସମ୍ପର୍କରେ କୁହାଯାଇଥିବା ଆଦରସୂଚକ କଥା
ଉଦାହରଣ :
ଗୋପାଳର ବାହାଦୁରୀର ସମସ୍ତେ ପ୍ରଶଂସା କଲେ ଗୋପାଳର ବାହାଦୁରୀ ନିମନ୍ତେ ସମସ୍ତେ ସାବାସୀ ଦେଲେ
ସମକକ୍ଷ : ଅଭିନନ୍ଦନ, ପ୍ରଶଂସା, ସାଧୁବାଦ, ସାବାସୀ, ସୁଖ୍ୟାତି
ଅନ୍ୟ ଭାଷାରେ ଅନୁବାଦ :
किसी वस्तु, व्यक्ति, आदि या उनके गुणों या अच्छी बातों के संबंध में कही हुई आदरसूचक बात।
प्रशंसा से सभी खुश और प्रोत्साहित होते हैं।An expression of approval and commendation.
He always appreciated praise for his work.