ଅର୍ଥ : ମୋତି, ମର୍କତମଣି, ମାଣିକ, ଗୋମେଦ, ହୀରା, ପ୍ରବାଳ, ବୈଦୁର୍ଯ୍ୟମଣି, ପୁଷ୍ପରାଗ ଓ ନୀଳା-ଏହି ନଅଟି ରତ୍ନ
ଉଦାହରଣ :
ସେ ଗ୍ରହବାଧା ଦୂର କରିବାପାଇଁ ନବରତ୍ନର ମୁଦି ପିନ୍ଧିଛି
ସମକକ୍ଷ : ନ ରତ୍ନ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ନଅଟି ମସଲାରୁ ତିଆରି କରାଯାଉଥିବା ଏକ ପ୍ରକାର ଚଟଣୀ
ଉଦାହରଣ :
ନବରତ୍ନ ଖାଇବାକୁ ବଡ଼ ସ୍ୱାଦିଷ୍ଟ
ଅନ୍ୟ ଭାଷାରେ ଅନୁବାଦ :
नौ मसालों के योग से बनी एक चटनी।
नवरत्न चटनी खाने में बड़ी ही स्वादिष्ट होती है।ଅର୍ଥ : ପ୍ରାଚୀନ କାଳରେ କୌଣସି କୌଣସି ରାଜା ମହାରାଜାଙ୍କ ସଭାରେ ରହୁଥିବା ନଅ ଜଣ ବିଦ୍ୱାନ
ଉଦାହରଣ :
ବିକ୍ରମାଦିତ୍ୟଙ୍କ ନବରତ୍ନ ମଧ୍ୟରେ କାଳିଦାସ ଜଣେ ଥିଲେ
ଅନ୍ୟ ଭାଷାରେ ଅନୁବାଦ :
A person with special knowledge or ability who performs skillfully.
expert