ଅର୍ଥ : ଧନର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କୁ ବିଷ୍ଣୁଙ୍କ ପତ୍ନୀ କୁହାଯାଏ
ଉଦାହରଣ :
ଲୋକେ ଧନ ପ୍ରାପ୍ତି ନିମନ୍ତେ ଲକ୍ଷ୍ମୀଙ୍କ ପୂଜା କରିଥାନ୍ତି
ସମକକ୍ଷ : ଇନ୍ଦିରା, କମଳା, ଚଞ୍ଚଳା, ଜଗନ୍ନମୟୀ, ନାରାୟଣୀ, ପଦ୍ମା, ପଦ୍ମାସନୀ, ପଦ୍ମିନୀ, ବିଷ୍ଣୁପ୍ରିୟା, ରମା, ଲକ୍ଷ୍ମୀ, ଶ୍ରୀ, ସିନ୍ଧୁକନ୍ୟା, ସିନ୍ଧୁଜା, ହରିପ୍ରିୟା
ଅନ୍ୟ ଭାଷାରେ ଅନୁବାଦ :
धन की अधिष्ठात्री देवी जो विष्णु की पत्नी कही गई हैं।
लोग धन प्राप्ति के लिए लक्ष्मी की पूजा करते हैं।Hindu goddess of fortune and prosperity.
lakshmi