ଅର୍ଥ : ଆତଙ୍କିତ ହେବା କାରଣରୁ ଜନ ସାଧାରଣଙ୍କ ମଧ୍ୟରେ ହେଉଥିବା କୋଳାହଳ ଏବଂ ଧାଁ ଦୌଡ଼
ଉଦାହରଣ :
ଗାଁରେ ଡାକୁମାନେ ପଶିବାକ୍ଷଣି ହଇଚଇ ଆରମ୍ଭ ହୋଇଗଲା
ସମକକ୍ଷ : ହୋ-ହାଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ଚଞ୍ଚଳ ବା ଆତୁରତା କାରଣରୁ ହେଉଥିବା ଅସ୍ଥିରଭାବ
ଉଦାହରଣ :
ଅଚାନକ ନିଆଁ ଲାଗିଯିବା ଫଳରେ ହଇଚଇ ପଡ଼ିଗଲା
ସମକକ୍ଷ : ହରବର
ଅନ୍ୟ ଭାଷାରେ ଅନୁବାଦ :
जल्दी या उतावलेपन के कारण होनेवाली घबराहट।
अचानक आग लगने पर हड़बड़ी मच गई।ଅର୍ଥ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା
ଉଦାହରଣ :
ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା
ସମକକ୍ଷ : ଆତଙ୍କ
ଅନ୍ୟ ଭାଷାରେ ଅନୁବାଦ :