অর্থ : ରୋକିବାର ପ୍ରକ୍ରିୟା
উদাহরণ :
ସୈନିକମାନେ ଶତ୍ରୁମାନଙ୍କୁ ସୀମାଭିତରେ ପ୍ରବେଶକୁ ରୋକିବାରେ ସଫଳ ହେଲେ
সমার্থক : ଗତିରୋଧ କରିବା, ବନ୍ଦକରିବା, ରୋକିବା
অন্যান্য ভাষায় অনুবাদ :
অর্থ : ଗତିଶୀଳ ବସ୍ତୁର ଗତି ବନ୍ଦ କରିବା
উদাহরণ :
ଗାଡ଼ି ଆଗରେ ହଠାତ କୁକୁରଟେ ଚାଲିଆସିବାରୁ ଗାଡ଼ି ଚାଳକ ଗାଡ଼ି ଅଟକାଇଲେ
সমার্থক : ରୋକିବା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁକୁ କାହା ଉପରେ ସ୍ଥିର କରି ରଖିବା ଯାହାଦ୍ୱାରା ତାକୁ ସହଜରେ ବାହାର କରାଯାଇ ପାରିବନାହିଁ
উদাহরণ :
ସିପାହିମାନେ ଦଉଡ଼ିର ଫାଶକୁ ଚଟାଣରେ ଅଟକାଇଲେ
অন্যান্য ভাষায় অনুবাদ :
অর্থ : ଯେପରି କଲେ କୌଣସି କାମ ଅଧା ରହେ
উদাহরণ :
ତହସିଲଦାର ମୋ ଜମି ସମ୍ବନ୍ଧୀୟ କାମଟି ଝୁଲେଇ ରଖିଛନ୍ତି
সমার্থক : ଝୁଲେଇ ରଖିବା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁ ମଝିରେ ଦେଇ ଗତି ରୋକିବା
উদাহরণ :
ସେ ମୋ ରାସ୍ତାରେ ଠେଙ୍ଗା ରଖିଲା
অন্যান্য ভাষায় অনুবাদ :