অর্থ : ଯେ ସ୍ଥିର ରହିନପାରି ଚଞ୍ଚଳଭାବେ କାମ କରେ ବା ଚଞ୍ଚଳ ଚିତ୍ତ ବାଲା
উদাহরণ :
ମୋହନ ଜଣେ ଧୈର୍ଯ୍ୟହୀନ ବାଳକ, ସେ ଶାନ୍ତିରେ ଗୋଟିଏ ସ୍ଥାନରେ ବସିପାରେ ନାହିଁ
সমার্থক : ଅଧୈର୍ଯ୍ୟବାନ, ଅନବସ୍ଥିତ, ଚଞ୍ଚଳ, ଚପଳ, ଧୈର୍ଯ୍ୟହୀନ, ବାଳୁଙ୍ଗା
অন্যান্য ভাষায় অনুবাদ :