অর্থ : ନିୟମାବଳୀ,ବିଧାନ, ଜ୍ଞାନ ଆଦିର କୌଣସି ଏକ ବିଶିଷ୍ଟ ଅଙ୍ଗ ଯେଉଁଥିରେ କୌଣସି ଗୋଟିଏ ବିଷୟ ଉପରେ ବିବେଚନା ହୋଇଥାଏ
উদাহরণ :
ସମ୍ବିଧାନର ନବମ ଧାରାକୁ ଉପଧାରା ଚାରିରେ ପରିବର୍ତ୍ତନ କରାଯାଇପାରିବ ନାହିଁ
অন্যান্য ভাষায় অনুবাদ :
অর্থ : କୌଣସି ସାହିତ୍ୟିକ ପୁସ୍ତକ, ଆଲୋଚନାଆଦିର ପ୍ରକରଣ ଅନ୍ତର୍ଗତ ଏକ ବିଶିଷ୍ଟ ବିଭାଗ ଯେଉଁଥିରେ କୌଣସି ଗୋଟିଏ ବିଷୟ ବା ଏହାର କୌଣସି ଅଙ୍ଗର ଆଲୋଚନା ହୋଇଥାଏ
উদাহরণ :
ଏହି ଅନୁଚ୍ଛେଦରେ ଭଗବାନ ରାମଙ୍କ ଜନ୍ମର ଅଦ୍ଭୁତ ବର୍ଣ୍ଣନା କରାଯାଇଛି
সমার্থক : ପାରାଗ୍ରାଫ୍
অন্যান্য ভাষায় অনুবাদ :
किसी साहित्यिक पुस्तक,विवेचन आदि के किसी प्रकरण के अन्तर्गत वह विशिष्ट विभाग जिसमें किसी एक विषय या उसके किसी अंग का विवेचन होता है।
इस अनुच्छेद में भगवान राम के जन्म का अद्भुत वर्णन किया गया है।A self-contained part of a larger composition (written or musical).
He always turns first to the business section.অর্থ : କୌଣସି ବିଷୟ ଉପରେ ଲେଖିକରି ପ୍ରକାଶ କରିବା ବିଚାର
উদাহরণ :
ଅଶିକ୍ଷା ଉପରେ ତାଙ୍କର ଲେଖାଟିଏ ଆଜିର ଖବର କାଗଜରେ ଛପାହୋଇଛି
সমার্থক : ଲେଖା
অন্যান্য ভাষায় অনুবাদ :