অর্থ : କାହାର ହାନି କରୁଥିବା କୌଣସି ଅନୁଚିତ କାର୍ଯ୍ୟ
উদাহরণ :
ବେଳେ ବେଳେ ଆମେ ଆମ ଅଜଣାରେ ଅପରାଧ କରିଥାଉ
অন্যান্য ভাষায় অনুবাদ :
অর্থ : ଦୋଷୀ ହେବାର ଅବସ୍ଥା ବା ଭାବ
উদাহরণ :
ସ୍ବାମୀର ଦୋଷ ପ୍ରମାଣିତ କଲାପରେହିଁ ସ୍ତ୍ରୀ ସମ୍ବନ୍ଧ ବିଚ୍ଛେଦ କରି ପାରିବ
সমার্থক : ଦୋଷ
অন্যান্য ভাষায় অনুবাদ :
অর্থ : ଏପରି କାମ ଯାହା କୌଣସି ବିଧିବିଧାନର ବିରୋଧାଚରଣ କରେ ଏବଂ ଯାହାପାଇଁ କର୍ତ୍ତାକୁ ଦଣ୍ଡ ମିଳିପାରେ
উদাহরণ :
ବାଳଶ୍ରମିକଙ୍କୁ କାମରେ ଲଗାଇବା ଏକ ଅପରାଧ
সমার্থক : ଭୁଲ୍
অন্যান্য ভাষায় অনুবাদ :
অর্থ : ଯେ ସ୍ୱଭାବରେ ଅପରାଧପ୍ରବଣ ବା ଅପରାଧ କରିବାପାଇଁ ପ୍ରବୃତ୍ତ ହୁଏ
উদাহরণ :
ଧ୍ୟାନ ଅପରାଧ ପ୍ରବୃତ୍ତିକୁ ଦୂର କରେ