অর্থ : ଦଲାଣ ବା ବାରଣ୍ଡା କାନ୍ଥରେ ଦିଆଯାଇଥିବା ଅର୍ଦ୍ଧଗୋଲାକାର ଖମ୍ବ
উদাহরণ :
ବୋହୂ ଖମ୍ବକୁ ଆଉଜି ସ୍ବେଟର ବୁଣୁ ଥିଲା
অন্যান্য ভাষায় অনুবাদ :
অর্থ : ପଥର, କାଠଆଦିରେ ବନାଯାଇଥିବା ଗୋଲିଆ ବା ଚାରିକୋଣିଆ ଉଚ୍ଚା ଖଣ୍ଡ ବା ଏହି ଆକାରର କୌଣସି ସଂରଚନା
উদাহরণ :
ଖମ୍ବରୁ ଭଗବାନ ନରସିଂହ ପ୍ରକଟ ହୋଇଥିଲେ
অন্যান্য ভাষায় অনুবাদ :