অর্থ : କର୍କଶ ବା ତୀକ୍ଷ୍ଣ ଶବ୍ଦରେ ଚିତ୍କାର କରିବା
উদাহরণ :
ପିଲାଟି ବହୁତ ରଡ଼ି ଛାଡ଼ୁଛି
সমার্থক : ବୋବାଳିବା, ରଡ଼ି ଛାଡ଼ିବା, ହେଙ୍କାଉଠାଇବା
অন্যান্য ভাষায় অনুবাদ :
অর্থ : କୌଣସି ଉତ୍ସବ ଆଦି ପାଟିତୁଣ୍ଡ ସହିତ ପାଳନ କରିବା
উদাহরণ :
କାଲିରାତିରେ ସମାରୋହରେ ଆମଲୋକମାନେ ବହୁତ ହୋ ହଲ୍ଲା କଲେ
সমার্থক : ଉତ୍ପାତ କରିବା, କୋଳାହଳ କରିବା, ଘୋ-ଘା କରିବା, ପାଟିତୁଣ୍ଡ କରିବା, ହୁରି ପକାଇବା, ହୋ ହଲ୍ଲା କରିବା
অন্যান্য ভাষায় অনুবাদ :
* कोई उत्सव आदि शोरगुल के साथ मनाना।
कल रात समारोह में हम लोगों ने बहुत हुड़दंग मचाया।অর্থ : ଯୋରରେ କହିବା
উদাহরণ :
ଏତେ ଯୋରରେ କାହିଁକି ଚିଲ୍ଲାଉଛ, ମୁଁ କାଲ ନୁହେଁ
সমার্থক : ଗର୍ଜନ କରିବା, ଚିଲ୍ଲାଇବା, ରଡ଼ି କରିବା
অন্যান্য ভাষায় অনুবাদ :