অর্থ : ସ୍ୱେଚ୍ଛାରେ ଗତି କରୁଥିବା ଜୀବ
উদাহরণ :
ପୃଥିବୀରେ ଅନେକ ପ୍ରକାରର ଜୀବଜନ୍ତୁ ଦେଖାଯାନ୍ତି
অন্যান্য ভাষায় অনুবাদ :
অর্থ : ସଜୀବ ପ୍ରାଣୀ ବା ଯେଉଁଥିରେ ପ୍ରାଣ ଅଛି
উদাহরণ :
ପୃଥିବୀ ଉପରେ ବିଭିନ୍ନ ପ୍ରକାର ଜୀବ ମିଳନ୍ତି
অন্যান্য ভাষায় অনুবাদ :
অর্থ : ସମସ୍ତ ଜୀବିତ ଜନ୍ତୁ ସମୁଦାୟର ବିଶେଷ ଅବଧି ବା କ୍ଷେତ୍ର
উদাহরণ :
ସେ ଭାରତର ଜନ୍ତୁଙ୍କ ଉପରେ ଅଧ୍ୟୟନ କରୁଛି
অন্যান্য ভাষায় অনুবাদ :
एक विशेष अवधि या क्षेत्र के सभी जीवित जंतु समुदाय।
वह भारत के जंतुओं का अध्ययन कर रहा है।অর্থ : ପ୍ରାଣୀମାନଙ୍କର ସେହି ଚେତନ ଶକ୍ତି ଯେଉଁଥିପାଇଁ ସେ ଜୀବିତ ରହନ୍ତି
উদাহরণ :
ଶରୀରରୁ ପ୍ରାଣର ବର୍ହିଗମନ ହେଉଛି ମୃତ୍ୟୁ
সমার্থক : ଜୀବନ, ଜୀବନ ଶକ୍ତି, ପ୍ରାଣ, ପ୍ରାଣଶକ୍ତି
অন্যান্য ভাষায় অনুবাদ :
The vital principle or animating force within living things.
spirit