অর্থ : ଯାହା ନ୍ୟାୟ ସଙ୍ଗତ, ଉଚିତ ଓ ଧର୍ମ ସହିତ ସମ୍ବନ୍ଧିତ
উদাহরণ :
ସତ୍ୟ ରକ୍ଷାନିମନ୍ତେ ସେ ନିଜର ଜୀବନକୁ ବଳି ଦେଲେ
অন্যান্য ভাষায় অনুবাদ :
A fact that has been verified.
At last he knew the truth.অর্থ : ଯାହା ନିର୍ଦ୍ଦିଷ୍ଟ ବା ନିର୍ଦ୍ଧାରିତ
উদাহরণ :
ମୁଁ ନିର୍ଦ୍ଧାରିତ ଜାଗାରେ ପହଞ୍ଚିଯିବି
সমার্থক : ଅବଧାରିତ, ନିର୍ଦ୍ଦିଷ୍ଟ, ନିର୍ଦ୍ଧାରିତ, ନିଶ୍ଚିତ
অন্যান্য ভাষায় অনুবাদ :
Characterized by certainty or security.
A tiny but assured income.অর্থ : କୌଣସି କଥା ପ୍ରସଙ୍ଗରେ ପୂର୍ବାପର ବା ତାଳମେଳ ଆଲୋଚନା ଅଥବା ଅନ୍ୟ କୌଣସି ପ୍ରକାରରେ ଠିକ୍ ବା ମେଳ ରଖିବାବାଲା
উদাহরণ :
ମନ୍ତ୍ରୀଙ୍କ ସଙ୍ଗତ ଉତ୍ତରରେ ସାମ୍ବାଦିକମାନେ ଚୁପ୍ ହୋଇଗଲେ
সমার্থক : ଉଚିତ, ଉପଯୁକ୍ତ, ଯଥାର୍ଥ, ଯଥୋଚିତ, ସଙ୍ଗତ, ୱାଜିବ
অন্যান্য ভাষায় অনুবাদ :
Suitable for a particular person or place or condition etc.
A book not appropriate for children.