অর্থ : ଢାଳିବା ବା ବହିବାପାଇଁ ପ୍ରବୃତ୍ତ କରିବା
উদাহরণ :
ଏହି ତେଲରେ ଝିଟିପିଟି ପଡ଼ିଯାଇଛି - ଏହାକୁ ନଳାରେ ଢାଳିଦିଅ
অন্যান্য ভাষায় অনুবাদ :
অর্থ : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
উদাহরণ :
ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
সমার্থক : ଭର୍ତ୍ତି କରିବା, ରଖିବା
অন্যান্য ভাষায় অনুবাদ :
অর্থ : କୌଣସି ଜିନିଷର ସାମଗ୍ରୀକୁ ଛାଞ୍ଚରେ ଢାଳି ତାହାକୁ ତିଆରି କରିବା
উদাহরণ :
କାରିଗର ଚୀନାମାଟିରେ ଖେଳନା ଢାଳୁଛି
অন্যান্য ভাষায় অনুবাদ :
कोई चीज़ बनाने के लिए उसकी सामग्री साँचे में डालकर उसको तैयार करना।
कारीगर चीनीमिट्टी के खिलौने ढाल रहा है।অর্থ : ତରଳ ପଦାର୍ଥକୁ ଗୋଟିଏ ପାତ୍ରରୁ ଅନ୍ୟ ପାତ୍ରରେ ଢାଳିବା
উদাহরণ :
ମା ଢାଳରୁ ଗ୍ଲାସକୁ ଦୁଧ ଢାଳୁଛି
অন্যান্য ভাষায় অনুবাদ :