অর্থ : ସ୍ନେହରେ ବା ଆରାମଦେବାପାଇଁ କାହାରି ଶରୀରରେ ଧୀରେଧୀରେ ପାପୁଲିରେ ଆଘାତ କରିବା
উদাহরণ :
ମା ପିଲାଟିକୁ ସ୍ନେହରେ ଥାପୁଡ଼ୁଛି
সমার্থক : କୋମଳସ୍ପର୍ଶ ଦେବା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁ ବା ଶରୀରର ଅଙ୍ଗ ଉପରେ ଧୀରେ ଧୀରେ ହାତ ବୁଲେଇବା
উদাহরণ :
ମାଆ ସ୍ନେହଁରେ ପିଲାର ପିଠି ଆଉଁଷୁଛନ୍ତି
সমার্থক : ଆଉଁଷିବା, କୋମଳ ଲଘୁସ୍ପର୍ଶ ଦେବା, ସାଉଁଳିବା
অন্যান্য ভাষায় অনুবাদ :