অর্থ : ରକ୍ତବିକାର କାରଣରୁ ଶରୀରରେ ଦିଶୁଥିବା ଗୋଲ ଦାଗ ବା ଫୁଲା
উদাহরণ :
ମଶା କମୁଡ଼ିବାଯୋଗୁଁ ତା ଦେହରେ ଠାଏଠାଏ ଚିହ୍ନ ହୋଇଛି
সমার্থক : ଚିହ୍ନ
অন্যান্য ভাষায় অনুবাদ :
অর্থ : କୌଣସି ସ୍ଥାନରେ ଲାଗିଥିବା ବା ପଡ଼ିଥିବା ଚିହ୍ନ
উদাহরণ :
ଅନେକଥର ଧୋଇଲା ପରେ ବି ଏହି ଲୁଗାରେ ଲାଗିଥିବା ଦାଗ ଛାଡ଼ିଲା ନାହିଁ
অন্যান্য ভাষায় অনুবাদ :
অর্থ : ଗରମ ଧାତୁଆଦିରେ ଚେଙ୍କିବାଦ୍ୱାରା ସୃଷ୍ଟି ହେଉଥିବା ଚିହ୍ନ
উদাহরণ :
ଘୋଡ଼ା ପିଠିର ଚେଙ୍କଦାଗ ସ୍ପଷ୍ଟ ଦିଶୁଛି
সমার্থক : ଚେଙ୍କଚିହ୍ନ, ଚେଙ୍କଦାଗ
অন্যান্য ভাষায় অনুবাদ :
অর্থ : କପଡ଼ା,କାଗଜ ଆଦିରେ ଭାଙ୍ଗ ପକାଇବା
উদাহরণ :
ଦରଜି ଫ୍ରକରେ ଘେର ତିଆରି କରିବାପାଇଁ କପଡାରେ ଦାଗ ପକାଉଛି
অন্যান্য ভাষায় অনুবাদ :
कपड़े,काग़ज़ आदि में सिकुड़न डालना।
दर्ज़ी फ्राक में घेर बनाने के लिए कपड़े में चुनट डाल रहा है।