অর্থ : କାହାରିକୁ ଚିହ୍ନିବାପାଇଁ ବ୍ୟବହୃତ ବା ଦିଆଯାଇଥିବା ଅଙ୍କ ବା ଅଙ୍କ ସମୂହ
উদাহরণ :
ଖେଳାଳୀଙ୍କପାଇଁ ଅଲଗା ଅଲଗା ଅଙ୍କ ନିର୍ଦ୍ଧାରିତ ହୋଇଥାଏ
সমার্থক : ଅଙ୍କ
অন্যান্য ভাষায় অনুবাদ :
* किसी की पहचान के लिए प्रयुक्त या दिया गया अंक या अंक समूह।
खिलाड़ियों के लिए अलग-अलग अंक निर्धारित होते हैं।অর্থ : କୌଣସି ପରୀକ୍ଷା ବା ପ୍ରତିଯୋଗିତାରେ ମିଳୁଥିବା ଯେଉଁ ସଂଖ୍ୟାଦ୍ୱାରା ପରୀକ୍ଷାର୍ଥୀ ବା ପ୍ରତିଯୋଗୀଙ୍କ ଶ୍ରେଷ୍ଠତା ବିଷୟରେ ଜାଣିହୁଏ
উদাহরণ :
ସେ ବାର୍ଷିକ ପରୀକ୍ଷାରେ ଚାରିଶହରୁ ତିନିଶହ ନମ୍ବର ରଖିଛିଭାରତ ଏହି ପ୍ରତିଯୋଗିତାରେ ଦଶ ଅଙ୍କ ପାଇ ଦ୍ୱିତୀୟ ସ୍ଥାନରେ ଅଛି
সমার্থক : ଅଙ୍କ
অন্যান্য ভাষায় অনুবাদ :
অর্থ : ଖେଳାଳୀମାନଙ୍କୁ ବାରମ୍ବାର ମିଳୁଥିବା ସୁଯୋଗ ଯାହା କୌଣସି କାମ କରିବାରେ ବା ଖେଳିବାରେ ମିଳେ
উদাহরণ :
ଏବେ ରାମର ପାଳି
অন্যান্য ভাষায় অনুবাদ :