অর্থ : ନିର୍ଦ୍ଦେଶ କରିବାର ପ୍ରକ୍ରିୟା ବା ଭାବ
উদাহরণ :
ଏହି କାମ ମେଜର ଚୋପଡ଼ାଙ୍କ ନିର୍ଦ୍ଦେଶରେ ହେଉଛି
সমার্থক : ନିର୍ଦ୍ଦେଶନା
অন্যান্য ভাষায় অনুবাদ :
অর্থ : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
উদাহরণ :
ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
সমার্থক : ତାଗିଦା
অন্যান্য ভাষায় অনুবাদ :
অর্থ : (ବଡ଼ର ଛୋଟକୁ) ଅମୁକ କାର୍ଯ୍ୟ ଏଭଳି ହେବା ଆବଶ୍ୟକ ବୋଲି ବତାଇବା କ୍ରିୟା
উদাহরণ :
ସେ ଶିକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ କାମ କରି ସଫଳ ହେଲା
সমার্থক : ଅନୁଦେଶ
অন্যান্য ভাষায় অনুবাদ :
A message describing how something is to be done.
He gave directions faster than she could follow them.