অর্থ : ଅପରାଧ ଘଟିଥିବା ସ୍ଥାନରେ କୌଣସି ପୁଲିସ ଅଧିକାରୀଙ୍କ ଦ୍ବାରା ପ୍ରମାଣ ତଥା ଯାଞ୍ଚ କରାଯିବାର ପ୍ରଥମ ଦସ୍ତାବିଜ
উদাহরণ :
ପଞ୍ଚନାମାରେ କମସେକମ ଦୁଇ ଜଣ ଯାଞ୍ଚ ଅଧିକାରୀ ଏବଂ ଦୁଇ ଜଣ ସାକ୍ଷୀଙ୍କ ହସ୍ତାକ୍ଷର ରହିବା ଜରୁରୀ
সমার্থক : ପଂଚନାମା
অন্যান্য ভাষায় অনুবাদ :
অর্থ : ଯେଉଁ କାଗଜରେ ପଞ୍ଚାୟତର ସଦସ୍ୟମାନେ ନିଜର ନିର୍ଣ୍ଣୟ ଲେଖନ୍ତି
উদাহরণ :
ସମସ୍ତ ପଞ୍ଚାୟତର ସଦସ୍ୟ ପଞ୍ଚନାମାରେ ହସ୍ତାକ୍ଷର କଲେ
সমার্থক : ପଞ୍ଚାୟତପତ୍ର
অন্যান্য ভাষায় অনুবাদ :