অর্থ : ଗୋଟିଏ ଗଛର ଛୋଟ ପତ୍ର ଯାହାକୁ ସେବନ କଲେ ନିଶା ହୋଇଥାଏ
উদাহরণ :
ହୋଲି ଦିନ ମୁଁ ଭାଙ୍ଗ ମିଶା ସରବତ ପିଇ ଦେଇଥିଲି
অন্যান্য ভাষায় অনুবাদ :
A preparation of the leaves and flowers of the hemp plant. Much used in India.
bhangঅর্থ : କୌଣସି ବସ୍ତୁ ମୋଡ଼ିହେବା ବା ଲୋଚାହେବାପରେ ଯେଉଁ ଗଢ଼ଣ ହୁଏ
উদাহরণ :
ପୋଷାକର କୁଞ୍ଚନକୁ ଇସ୍ତ୍ରୀକରି ଦୂର କରାଯାଏ
অন্যান্য ভাষায় অনুবাদ :
অর্থ : ଯେଉଁ ଛୋଟଗଛର ପତ୍ରକୁ ଲୋକେ ବାଟି ନିଶା ନିମନ୍ତେ ପିଅନ୍ତି
উদাহরণ :
ସେ ଲୁଚିଛପି ଭାଙ୍ଗ ଖେତ କରେ
অন্যান্য ভাষায় অনুবাদ :
অর্থ : କନା, କାଗଜ ଆଦିରେ ପକାଯାଉଥିବା ଭାଙ୍ଗ
উদাহরণ :
ଜେଜେ ତାଙ୍କ ଧୋତିରେ କୁଞ୍ଚ ପକାଇ ପିନ୍ଧୁଛନ୍ତି
সমার্থক : କୁଞ୍ଚ
অন্যান্য ভাষায় অনুবাদ :
অর্থ : ଶରୀରର ଚମଡ଼ା ଉପରେ ହେଉଥିବା ସଙ୍କୋଚନ
উদাহরণ :
ବୟସ ବଢିବା ସଙ୍ଗେ ସଙ୍ଗେ ଚେହେରା ଉପରେ ଭାଙ୍ଗ ଆସିଯାଏ
অন্যান্য ভাষায় অনুবাদ :
অর্থ : କପଡ଼ା,କାଗଜ ଆଦିରେ ଭାଙ୍ଗ ପକାଇବା
উদাহরণ :
ଦରଜି ଫ୍ରକରେ ଘେର ତିଆରି କରିବାପାଇଁ କପଡାରେ ଦାଗ ପକାଉଛି
অন্যান্য ভাষায় অনুবাদ :
कपड़े,काग़ज़ आदि में सिकुड़न डालना।
दर्ज़ी फ्राक में घेर बनाने के लिए कपड़े में चुनट डाल रहा है।