অর্থ : ବିଲେଇ ବର୍ଗର ସବୁଠାରୁ ହିଂସ୍ର ବଣୁଆ ପୁରୁଷ ପଶୁ ଯାହାର ବେକ ଲମ୍ବାବାଳରେ ପୂର୍ଣ୍ଣ
উদাহরণ :
ଏହି କବିତାରେ କବି ଶିବାଜୀଙ୍କ ତୁଳନା ସିଂହ ସହ କରିଛନ୍ତି
সমার্থক : କଣ୍ଠିରବ, କେଶରୀ, ନଖୀ, ବିକ୍ରନ୍ତ, ମୃଗପତି, ମୃଗରାଟ, ମୃଗେନ୍ଦ୍ର, ସିଂହ, ସିଙ୍ଘୀ, ସୁର, ହେମାଙ୍ଗ
অন্যান্য ভাষায় অনুবাদ :
बिल्ली के वर्ग में सबसे अधिक बलवान हिंसक जंगली जन्तु जिसके नर की गर्दन पर बड़े-बड़े बाल होते हैं।
गिर के जंगल में सिंह हैं।Large gregarious predatory feline of Africa and India having a tawny coat with a shaggy mane in the male.
king of beasts, lion, panthera leoঅর্থ : ଧୃତରାଷ୍ଟ୍ରଙ୍କ ଶହେ ପୁତ୍ରଙ୍କ ମଧ୍ୟରୁ ଜଣେ
উদাহরণ :
ଭୀମବିକ୍ରମର ବର୍ଣ୍ଣନା ପୁରାଣ ଗୁଡ଼ିକରେ ଦେଖିବାକୁ ମିଳେ
অন্যান্য ভাষায় অনুবাদ :
An imaginary being of myth or fable.
mythical being