অর্থ : ଏକ ତିନିକୋଣିଆ,ଛୋଟ ଶିରୋଭୁଷଣ ଯାହା ବିବାହ ସମୟରେ କନ୍ୟା ମୁଣ୍ଡରେ ବନ୍ଧାଯାଏ
উদাহরণ :
ବିବାହ ମଣ୍ଡପରେ ବସିଥିବା କନ୍ୟାର ମୁଣ୍ଡରେ ମୁକୁଟ ଶୋଭା ପାଉଥିଲା
সমার্থক : ଟୋପର
অন্যান্য ভাষায় অনুবাদ :
অর্থ : ଦେବତା ଓ ରାଜା ଆଦିଙ୍କ ମୁଣ୍ଡ ଉପରେ ଶୋଭାପାଉଥିବା ଏକ ଶିରୋଭୂଷଣ
উদাহরণ :
ରାଜାଙ୍କ ମୁଣ୍ଡରେ ମୁକୁଟ ଶୁଶୋଭିତ ହେଉଛି
অন্যান্য ভাষায় অনুবাদ :