অর্থ : କୌଣସି ବନ୍ଧନ ବା କାମରୁ ମୁକ୍ତ ହେବା
উদাহরণ :
ମୁନିଋଷି ମାନେ ନିଜ ସାଧନା ବଳରେ ସଂସାରିକ ଦୁଃଖରୁ ନିଜକୁ ମୁକ୍ତ କରିଥିଲେ
সমার্থক : ଉଦ୍ଧାର କରିବା, ଉଦ୍ଧାର ପାଇବା, ନିସ୍ତାର ପାଇବା, ମୁକ୍ତି ପାଇବା
অন্যান্য ভাষায় অনুবাদ :
किसी बंधन या काम से मुक्त होना।
ऋषि अपनी साधना के बल पर संसार के दुःखों से उबरता है।Bring into safety.
We pulled through most of the victims of the bomb attack.অর্থ : କାର୍ଯ୍ୟ ବା ଦାୟିତ୍ୱରୁ ମୁକ୍ତ କରିବା
উদাহরণ :
ଦୟାକରି ଆପଣ ମୋ ସ୍ଥାନ ଗ୍ରହଣକରି ମୋତେ ମୁକ୍ତ କରନ୍ତୁ
সমার্থক : ସ୍ୱତନ୍ତ୍ର କରିବା, ସ୍ୱାଧୀନ କରିବା
অন্যান্য ভাষায় অনুবাদ :
* कार्यों या उत्तरदायित्वों से मुक्त करना।
कृपया आप मेरी जगह लेकर मुझे मुक्त करें।অর্থ : ନିଜ ମୁଠାରୁ ଅଲଗା କରିବା କିମ୍ବା ବନ୍ଧନରୁ ମୁକ୍ତ କରିବା
উদাহরণ :
ସେ ପିଞ୍ଜରାରେ ଥିବା ପକ୍ଷୀମାନଙ୍କୁ ମୁକ୍ତ କରିଦେଲେ
সমার্থক : ଖୋଲିବା, ଛାଡ଼ିବା, ବନ୍ଧନରୁ ମୁକ୍ତ କରିବା
অন্যান্য ভাষায় অনুবাদ :
अपनी पकड़ से अलग या बंधन से मुक्त करना।
उसने पिंजरे में बंद पक्षियों को आज़ाद किया।