অর্থ : ଆଙ୍ଗୁଠିଗୁଡ଼ିକୁ ଏକାଠି କରି ମୋଡ଼ି ପାପୁଲି ଉପରେ ଚାପି ରଖିବା ଫଳରେ ହେଉଥିବା ମୁଦ୍ରା ବା ରୂପ
উদাহরণ :
ପିଲାଟି ଟଙ୍କାକୁ ନିଜ ମୁଠାରେ ବନ୍ଦ କରି ଦେଲା
অন্যান্য ভাষায় অনুবাদ :
অর্থ : ଯେତିକି ବସ୍ତୁ ମୁଠାଭିତରେ ରହିପାରିବ
উদাহরণ :
ସେ ତିନି ଚାରି ମୁଠା ଚାଉଳ ବାହାରକରି ଭିକାରୀକୁ ଦେଲେ
সমার্থক : ମୁଠା
অন্যান্য ভাষায় অনুবাদ :