অর্থ : ବାନ୍ଧିକରି ଓ କଟାକଟି କରି ଏକ ବିଶେଷ ଢଙ୍ଗରେ ବଢ଼ିବାପାଇଁ ପ୍ରବୃତ୍ତ କରିବା
উদাহরণ :
କୃଷକ ପାନ ଲତାଗୁଡ଼ିକ ଅନୁବର୍ଦ୍ଧନ କରୁଛି
সমার্থক : ଅନୁବର୍ଦ୍ଧନ କରିବା, ଦାୟିତ୍ୱନେବା, ବର୍ଦ୍ଧିତ କରାଇବା, ବଢ଼ାଇବା
অন্যান্য ভাষায় অনুবাদ :
* बाँधकर और कटाई-छँटाई करके एक विशेष तरीके से बढ़ने में प्रवृत्त करना।
किसान पान की लताओं का अनुवर्धन कर रहा है।