অর্থ : ଫେରିବାର ଅବସ୍ଥା ବା ଭାବ
উদাহরণ :
ଆଜି ଶ୍ୟାମର ଗାଁରୁ ଲେଉଟଣ ସମ୍ଭବ ନୁହଁ
সমার্থক : ନିବର୍ତ୍ତନ, ପ୍ରତ୍ୟାବର୍ତ୍ତନ, ଲେଉଟଣ, ଲେଉଟା, ଲେଉଟାଣ
অর্থ : କୌଣସି ସ୍ଥାନରୁ ଫେରି ଆସିବାର ପ୍ରକ୍ରିୟା
উদাহরণ :
ଫେରିବା ସମୟରେ ଆମେସବୁ ବାରାଣସୀ ହୋଇ ଆସିବୁଦିଲ୍ଲୀରୁ ଆପଣଙ୍କ ପ୍ରତ୍ୟାବର୍ତ୍ତନ କେବେ ହେବ?
সমার্থক : ପ୍ରତି ଗମନ, ପ୍ରତ୍ୟାବର୍ତ୍ତନ, ଫେରିବା
অন্যান্য ভাষায় অনুবাদ :