অর্থ : ନଦୀ ପାରହେବାପାଇଁ ତିଆରି କରାଯାଇଥିବା କାଠ କିମ୍ବା ଖମ୍ବଯୁକ୍ତ ସିମେଣ୍ଟ ରାସ୍ତା
উদাহরণ :
ନଦୀଗୁଡିକ ଉପରେ ଜାଗା ଜାଗାରେ ପୋଲ ତିଆରି କରାଯାଉଛି
অন্যান্য ভাষায় অনুবাদ :
অর্থ : ନଦୀ ବା ଜଳାଶୟର ଜଳ ଅଟକାଇବାପାଇଁ ତାହାର ଧାରେଧାରେ ମାଟି କିମ୍ବା ପଥର ଆଦିର ରଚନା
উদাহরণ :
ନଦୀରେ ବନ୍ଧ ପକାଇ ବିଜୁଳୀ ଶକ୍ତି ଉତ୍ପନ୍ନ କରାଯାଏ
অন্যান্য ভাষায় অনুবাদ :