অর্থ : କଷ୍ଟ ବା କ୍ଷତି କରୁଥିବା କିମ୍ବା ଅନୁଚିତ କାମ କରୁଥିବା ବ୍ୟକ୍ତି ପ୍ରତି ହେଉଥିବା ଚିତ୍ତର ଉଗ୍ରଭାବ
উদাহরণ :
କ୍ରୋଧରେ ଉନ୍ମତ୍ତ ବ୍ୟକ୍ତି କିଛି ବି କରିପାରେ
সমার্থক : ଅସୂୟା, ଆକ୍ରୋଶ, କୋପ, କ୍ରୋଧ, କ୍ଷୋଭ, ଦାଉ, ପ୍ରତିହିଂସା, ବିଦ୍ୱେଷ, ରାଗ, ରୋଷ
অন্যান্য ভাষায় অনুবাদ :
चित्त का वह उग्र भाव जो कष्ट या हानि पहुँचाने वाले अथवा अनुचित काम करने वाले के प्रति होता है।
क्रोध से उन्मत्त व्यक्ति कुछ भी कर सकता है।