অর্থ : ଅଳଂକାର ଶାସ୍ତ୍ରାନୁସାରେ ନଅ ରସ ମଧ୍ୟରୁ ଏକ
উদাহরণ :
କୌଣସି ଅସାଧାରଣ ବସ୍ତୁକୁ ଦେଖି, ପଢ଼ି ବା ଶୁଣି ଯେବେ ଆମ ହୃଦୟରେ ବିସ୍ମୟ ଭାବ ଉତ୍ପନ୍ନ ହୁଏ, ଏଭଳି ବର୍ଣ୍ଣନାକୁ ଅଦ୍ଭୁତ ରସ କୁହାଯାଏ‘
সমার্থক : ଅଦ୍ଭୁତ ରସ
অন্যান্য ভাষায় অনুবাদ :
অর্থ : କୌଣସି ନୂଆ, ବିଲକ୍ଷଣ ବା ଅସାଧାରଣ କଥାକୁ ଦେଖିବା, ଶୁଣିବା ବା ଧ୍ୟାନରେ ଆଣିବାଦ୍ୱାରା ଉତ୍ପନ୍ନ ହେଉଥିବା ମନର ଏକ ପ୍ରକାରଭାବ
উদাহরণ :
ହଠାତ୍ ମୋତେ ଦେଖି ତାକୁ ଆଶ୍ଚର୍ଯ୍ୟ ଲାଗିଲା
সমার্থক : ଅସମ୍ଭବ, ଆଶ୍ଚର୍ଯ୍ୟ, ତାଜୁବ୍, ବିସ୍ମୟ
অন্যান্য ভাষায় অনুবাদ :
मन का वह भाव जो किसी नई, विलक्षण या असाधारण बात को देखने, सुनने या ध्यान में आने से उत्पन्न होता है।
आश्चर्य की बात यह है कि इतनी बड़ी ख़बर सुनकर भी उन्होनें कोई प्रतिक्रिया नहीं की।The astonishment you feel when something totally unexpected happens to you.
surpriseঅর্থ : ଆଶ୍ଚର୍ଯ୍ୟ ଉତ୍ପନ୍ନ କରୁଥିବା ବସ୍ତୁ
উদাহরণ :
ତାଜମହଲ୍ ପୃଥିବୀର ସାତୋଟି ଆଶ୍ଚର୍ଯ୍ୟ ମଧ୍ୟରୁ ଗୋଟିଏ
অন্যান্য ভাষায় অনুবাদ :
অর্থ : ଯାହା ବିଶେଷ ଲକ୍ଷଣଯୁକ୍ତ
উদাহরণ :
ମତ୍ସ୍ୟ୍ୟକନ୍ୟା ଏକ ବିଲକ୍ଷଣ ଜୀବ
সমার্থক : ଅଜବ, ଅଦ୍ଭୁତପୂର୍ବ, ଅପୂର୍ବ, ଅଲୌକିକ, ଆଶ୍ଚର୍ଯ୍ୟଜନକ, ବିଚିତ୍ର, ବିଲକ୍ଷଣ
অন্যান্য ভাষায় অনুবাদ :
जो विशेष लक्षण से युक्त हो।
मत्स्यनारी एक विलक्षण जीव है।Strikingly strange or unusual.
An exotic hair style.অর্থ : କରାମତି ବା ଚମତ୍କାର ଦେଖାଉଥିବା ଲୋକ
উদাহরণ :
ସତ୍ୟ ସାଇବାବା ଜଣେ ଚମତ୍କାରୀ ପୁରୁଷ
সমার্থক : ଆଶ୍ଚର୍ଯ୍ୟମୟ, ଚମତ୍କାରୀ
অন্যান্য ভাষায় অনুবাদ :
অর্থ : ଜିଜ୍ଞାସା ଉତ୍ପନ୍ନ କରିବା ଲୋକ
উদাহরণ :
ମୋ ସହିତ ଗୋଟିଏ ବିଚିତ୍ର ଘଟଣା ଘଟିଲା
সমার্থক : ଜିଜ୍ଞାସାଜନକ, ବିଚିତ୍ର, ବିଲକ୍ଷଣ, ବିସ୍ମୟକାରକକୌତୁହଳଜନକ, ବିସ୍ମୟକାରୀ, ବିସ୍ମୟଜନକ
অন্যান্য ভাষায় অনুবাদ :