সদস্য হতে চায়
পৃষ্ঠার ঠিকানাটি ক্লিপবোর্ডে অনুলিপি করা হয়েছে।
অর্থ : ଅର୍ଥଦଣ୍ଡ ଦେବା ବା ଜୋରିମାନା କରିବା
উদাহরণ : ଅନ୍ୟର ଖେତରେ ଗୋରୁ ଚରାଇବା କାରଣରୁ ତାକୁ ଜୋରିମାନା ଦେବାକୁ ପଡ଼ିଲା
সমার্থক : ଜୋରିମାନା, ତଣ୍ଡ
অর্থ : କୌଣସି ପ୍ରକାର ଅପରାଧ,ଦୋଷ ବା ଭୁଲ୍ କଲେ ଦଣ୍ଡ ସ୍ବରୂପ ଯେଉଁ ଅର୍ଥ ଦେବାକୁ ପଡେ
উদাহরণ : ସେ ଜରିମାନା ଦେବାକୁ ମନା କରିଦେଲେ
সমার্থক : ଅର୍ଥଦଂଡ, ଜରିମାନା, ଫାଇନ୍
অন্যান্য ভাষায় অনুবাদ :हिन्दी English
वह धन जो किसी प्रकार का अपराध, दोष या भूल करने पर दंड स्वरूप देना पड़ता है।
A payment required for not fulfilling a contract.
অর্থ : ଅପରାଧୀଙ୍କ ଠାରୁ କିଛି ଧନ ଆଦାୟ କରିବା ଦଣ୍ଡ
উদাহরণ : ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ କରିବା କାରଣରୁ ତାଙ୍କୁ ଜୋରିମାନା ରୂପେ ଶହେ ଟଙ୍କା ଦେବାକୁ ହେଲା
সমার্থক : ଜୋରିମାନା, ଫାଇନ୍
वह दंड जिसमें किसी से किसी प्रकार की चूक, त्रुटि या भूल होने पर उससे कुछ धन लिया जाता है।
Money extracted as a penalty.
অর্থ : କୌଣସି ପ୍ରକାରର ତ୍ରୁଟି ବା ଭୁଲ୍ କଲେ କୌଣସି ଅଧିକାରୀଙ୍କ ଦ୍ବାରା ଦିଆ ଯାଉଥିବା ଅର୍ଥ ଦଣ୍ଡ
উদাহরণ : ପାଠାଗାରରେ ପନ୍ଦର ଦିନ ଭିତରେ ବହି ନ ଫେରାଇଲେ,ଦୈନିକ ଜରିମାନା ଏକଟଙ୍କା
সমার্থক : ଅର୍ଥଦଂଡ, ଜରିମାନା
ইনস্টল