অর্থ : ଲୋକଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇ ଏକାଠି କରିବା
উদাহরণ :
ରାଜସ୍ୱ ନିରୀକ୍ଷକ ଖଜଣା ଆଦାୟ କରୁଛନ୍ତି ଗୁଣ୍ଡାମାନେ ନିଜନିଜ ଅଂଚଳରେ ସାପ୍ତାହିକ ବଟି ଆଦାୟ କରନ୍ତି
সমার্থক : ଆଦାୟ କରିବା
অন্যান্য ভাষায় অনুবাদ :
অর্থ : ଲୋକମାନଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇକରି ଏକାଠି କରିବା
উদাহরণ :
ଜମିଦାର ଲୋକଙ୍କଠାରୁ କର ଆଦାୟ କଲେ
সমার্থক : ଆଦାୟ କରିବା
অর্থ : ଅନ୍ୟଠାରୁ ନିଜର ଧନ ବା ବସ୍ତୁ ନେବା
উদাহরণ :
ମହାଜନ ଆସାମୀମାନଙ୍କଠାରୁ ଦୁଇଗୁଣା ଆଦାୟ କରନ୍ତି
সমার্থক : ଆଦାୟ କରିବା
অন্যান্য ভাষায় অনুবাদ :