অর্থ : ଲେଖିବାବେଳେ କାଗଜ ଆଦିର ଧାରରେ ଛଡ଼ା ଯାଉଥିବା ଖାଲି ଜାଗା
উদাহরণ :
ସାଦା କାଗଜରେ ଲେଖିବା ସମୟରେ ମାର୍ଜିନ ନିଶ୍ଚୟ ଛାଡ଼ିବା ଉଚିତ୍
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁର ସେହି ଭାଗ ଯେଉଁଠାରେ ତାହାର ଲମ୍ବ ବା ଓସାର ସମାପ୍ତ ହୋଇଥାଏ
উদাহরণ :
ଏ ଥାଳିର ଫନ୍ଦ ବହୁତ ପତଳା
অন্যান্য ভাষায় অনুবাদ :