অর্থ : ଶରୀରର ଥୋମଣିର ତଳ ଏବଂ କାନ୍ଧ ଉପରର ଅଗ୍ର ଭାଗ
উদাহরণ :
ପୁରୁଷମାନଙ୍କ ଗଳାରେ ଘଣ୍ଟି ଦେଖାଯାଏ
সমার্থক : ଗଳା
অন্যান্য ভাষায় অনুবাদ :
অর্থ : ଗଳାରେ ଥିବା ନଳି ଯାହାଦ୍ୱାରା ଭୋଜନ ପେଟକୁ ଯାଏ ଏବଂ ଯେଉଁଥିରୁ ସ୍ୱର ବାହାରେ
উদাহরণ :
ସମୁଦ୍ର ମନ୍ଥନରୁ ବାହାରିଥିବା ବିଷ ପିଇବାରୁ ଭଗବାନ ଶିବଙ୍କ କଣ୍ଠ ନୀଳ ହୋଇଗଲା
সমার্থক : ଗଳା
অন্যান্য ভাষায় অনুবাদ :