অর্থ : କୌଣସି ନୂଆ ବିଲକ୍ଷଣ ବା ଅସାଧାରଣ କଥା ଦେଖିକରି, ଶୁଣିକରି ବା ଧ୍ୟାନରେ ଆଣିବା ପରେ ମନରେ ସୃଷ୍ଟି ହେଉଥିବା ଭାବର ପ୍ରଦର୍ଶନ
উদাহরণ :
ସର୍କସରେ ନଟ ଓ ନଟୀମାନଙ୍କ ଖେଳ ଦେଖି ପିଲାମାନଙ୍କୁ ଆଶ୍ଚର୍ଯ୍ୟ ଲାଗିଲା
সমার্থক : ଆଶ୍ଚର୍ଯ୍ୟହେବା, ତାଜୁବହେବା, ବିସ୍ମୟହେବା
অন্যান্য ভাষায় অনুবাদ :
किसी नई, विलक्ष्ण या असाधारण बात को देखने, सुनने या ध्यान में आने पर मन में उठने वाला भाव, प्रदर्शित होना।
सर्कस में नट और नटी का खेल देखकर बच्चों को आश्चर्य हुआ।অর্থ : ଭୟଆଦି କାରଣରୁ କିଂକର୍ତ୍ତବ୍ୟବିମୂଢ଼ ହେବା
উদাহরণ :
ଶିକ୍ଷକ ଶ୍ରେଣୀରେ ପ୍ରବେଶ କରିବା ମାତ୍ରେହିଁ ଦୁଷ୍ଟ ମନୋଜ ଶଙ୍କିଗଲା
সমার্থক : କାକୁସ୍ଥହେବା, ଘାବରେଇଯିବା, ଶଙ୍କିଯିବା
অন্যান্য ভাষায় অনুবাদ :
Be overcome by a sudden fear.
The students panicked when told that final exams were less than a week away.