অর্থ : ରାଜପଥ ବା ଦୀର୍ଘ ସଡ଼କକଡ଼ରେ ତିଆରି ହୋଇଥିବା ଏକ ପ୍ରକାରର ହୋଟେଲ ଯେଉଁଠି ଲୋକେ ଖିଆପିଆ ସହିତ କିଛି ସମୟ ବିଶ୍ରାମ ବି କରନ୍ତି
উদাহরণ :
ରାତ୍ରି ଯାତ୍ରା କାରଣରୁ ଆମେ ଆମେ ଏକ ଢାବାରେ ଖାଇଲୁ
সমার্থক : ଢାବା
অন্যান্য ভাষায় অনুবাদ :
অর্থ : ଯାତ୍ରୀମାନେ ବିଶ୍ରାମ ନେଉଥିବା ସ୍ଥାନ
উদাহরণ :
କେଦାରନାଥ ଯାତ୍ରା ସମୟରେ ଆମେ ଗୋଟିଏ ପାନ୍ଥଶାଳାରେ ବିଶ୍ରାମ କରିଥିଲୁ
সমার্থক : ପାନ୍ଥଶାଳା, ଯାତ୍ରୀ ବିଶ୍ରାମାଗାର, ସରାଇଘର, ସରେଇଖାନା, ସରେଇଘର
অন্যান্য ভাষায় অনুবাদ :
यात्रियों के ठहरने का स्थान।
केदारनाथ जाते समय हमने एक सराय में विश्राम किया था।অর্থ : ପ୍ରାଚୀନ କାଳରେ ବାଟରେ ପଡ଼ୁଥିବା ଯେଉଁ ସ୍ଥାନରେ ଯାତ୍ରୀମାନେ ବିଶ୍ରାମ କରନ୍ତି ବା ଗାଡ଼ି ବଦଳାଇଥାନ୍ତି
উদাহরণ :
ଯାତ୍ରାକୁ ସଫଳ କରିବାପାଇଁ ସ୍ଥାନେ ସ୍ଥନେ ଡାକବଙ୍ଗଳା ତିଆରି କରାଯାଇଥିଲା
সমার্থক : ଡାକବଙ୍ଗଳା
অন্যান্য ভাষায় অনুবাদ :