অর্থ : ଓଦାମାଟିଆଦି ପଦାର୍ଥକୁ ପିଟି, ଦବାଇ ବା ଛାଞ୍ଚରେ ପକାଇ ବିଶେଷ ରୂପଦେବା
উদাহরণ :
ଗାଆଁରେ ଘସି କରିବା ପାଇଁ ଗୋବରକୁ ଥାପନ୍ତି ଶ୍ରମିକମାନେ ଇଟା ପକାଉଛନ୍ତି
অন্যান্য ভাষায় অনুবাদ :
অর্থ : ଉପର ଭାଗରେ ଏହି ପ୍ରକାର ଭାର ରଖିବା, ଯେମିତି କୌଣସି ଜିନିଷ ତଳକୁ ଦବିବ ବା ଏପଟସେପଟ ହୋଇ ପାରିବ ନାହିଁ
উদাহরণ :
ଛେନାର ମୁଣ୍ଡା ତିଆରି କରିବାପାଇଁ ତାକୁ କନାରେ ବାନ୍ଧିକି ଶିଳ ତଳେ ଦବାଯାଏ
অন্যান্য ভাষায় অনুবাদ :
Exert pressure or force to or upon.
He pressed down on the boards.