অর্থ : ବଂଶ-ପଂରମ୍ପରା ଅନୁସାରେ କରାଯାଇଥିବା ସମାଜର ବିଭାଗୀ କରଣ
উদাহরণ :
ହିନ୍ଦୁମାନଙ୍କ ମଧ୍ୟରେ ନିଜ ଜାତିରେ ହିଁ ବିବାହ କରିବା ପ୍ରଥା ପ୍ରଚଳିତ
সমার্থক : ବିରାଦରୀ
অন্যান্য ভাষায় অনুবাদ :
(Hinduism) a Hindu caste or distinctive social group of which there are thousands throughout India. A special characteristic is often the exclusive occupation of its male members (such as barber or potter).
jatiঅর্থ : କୌଣସି ଜାତିର ପୋଷା ଜନ୍ତୁଙ୍କର ଏକ ବିଶେଷ ପ୍ରଜାତି
উদাহরণ :
ସେ ଗୋଟିଏ ଭଲ ଜାତିର କୁକୁର ପାଳିଛି
সমার্থক : ପ୍ରଜାତି
অন্যান্য ভাষায় অনুবাদ :
অর্থ : ଜୀବବିଜ୍ଞାନରେ ସଜୀବମାନଙ୍କର ସବୁଠୁ ଉପର ସ୍ତରରେ କରାଯାଇଥିବା ବର୍ଗୀକରଣ
উদাহরণ :
ଜୀବବିଜ୍ଞାନର ଛାତ୍ର ହେତୁ ମୁଁ ଜୀବମାନଙ୍କର ଜାତି ବିଷୟରେ ଭଲ ଭାବରେ ଜାଣିଛି
সমার্থক : ସାମ୍ରାଜ୍ୟ
অন্যান্য ভাষায় অনুবাদ :
অর্থ : ଜୀବ ଜନ୍ତୁଙ୍କ ଧର୍ମ, ଆକୃତି ଇତ୍ୟାଦିର ସମାନତାକୁ ବିଚାରକରି କରାଯାଇଥିବା ବିଭାଗ
উদাহরণ :
ଭାରତରେ ବିଭିନ୍ନ ପ୍ରକାରର ଆମ୍ବ ମିଳେ
অন্যান্য ভাষায় অনুবাদ :
(biology) taxonomic group whose members can interbreed.
species