অর্থ : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
উদাহরণ :
ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
সমার্থক : ନିର୍ଦ୍ଦେଶ
অন্যান্য ভাষায় অনুবাদ :
অর্থ : କାହାଠାରୁ ନିଜର ପ୍ରାପ୍ୟଧନ ପାଇବା ବା ଆବଶ୍ୟକ କାର୍ଯ୍ୟ କରିବାପାଇଁ ପୁଣିଥରେ କହିବା ବା ମନେପକାଇଦେବା କ୍ରିୟା
উদাহরণ :
କେତେଥର ତାଗିଦା କରିବା ସତ୍ତ୍ୱେ ବି ସେ ମୋ ପଇସା ଦେଇନାହିଁ
অন্যান্য ভাষায় অনুবাদ :