সদস্য হতে চায়
পৃষ্ঠার ঠিকানাটি ক্লিপবোর্ডে অনুলিপি করা হয়েছে।
অর্থ : କୌଣସି ପୂରା ତଥ୍ୟ, ପଦାର୍ଥ, କଥାଆଦି ସବୁ ତତ୍ତ୍ୱର ମୁଖ୍ୟ ଅଭିପ୍ରାୟ
উদাহরণ : ଶିକ୍ଷକ ବିଦ୍ୟାର୍ଥୀଙ୍କୁ କାହାଣୀର ସାରାଂଶ ଲେଖିବାକୁ କହିଲେ
সমার্থক : ଭାବାର୍ଥ, ସାରାଂଶ
অন্যান্য ভাষায় অনুবাদ :हिन्दी English
किसी पूरे तथ्य, पदार्थ, कथन आदि के सब तत्वों आदि का मुख्य आशय।
A sketchy summary of the main points of an argument or theory.
অর্থ : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
উদাহরণ : ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ
সমার্থক : ଅଭିପ୍ରାୟ, ଅର୍ଥ, ଭାବ, ମାନେ
वह संकल्पना जो किसी शब्द, पद या वाक्य आदि से निकलता है और जिसका बोध कराने के लिए वह शब्द या पद लोक में प्रचलित होता है।
The idea that is intended.
ইনস্টল