অর্থ : କୌଣସି ବିଶେଷ କାର୍ଯ୍ୟ,ପରିସ୍ଥିତି ଆଦିର ହେଉଥିବା ଘଟଣା ବା ସ୍ଥିତି
উদাহরণ :
ଆପଣଙ୍କୁ ଶିକ୍ଷା ସହିତ ଉଦ୍ୟୋଗର ଦିଗ ବି ବଦଳାଇବାକୁ ପଡିବ
অন্যান্য ভাষায় অনুবাদ :
किसी विशेष कार्य, परिस्थिति आदि के होने या घटने की स्थिति।
आपको शिक्षा के साथ ही उद्योग की दिशा भी बदलनी होगी।অর্থ : କୌଣସି ନିର୍ଦ୍ଦିଷ୍ଟ ସ୍ଥାନର ଏପାଖ ସେପାଖର ବିବରଣୀ
উদাহরণ :
ଆପଣ କେଉଁ ଦିଗକୁ ଯାଉଛନ୍ତି
অন্যান্য ভাষায় অনুবাদ :
A place within a region identified relative to a center or reference location.
They always sat on the right side of the church.অর্থ : କୌଣସି ବସ୍ତୁ ବିଷୟରେ ଥିବା ବିଭିନ୍ନ କଥାମଧ୍ୟରୁ ଗୋଟିଏ ବିଷୟ ଯାହା ଉପରେ ଅଲଗା ଅଲଗା ବିଚାର କରିବାକୁ ପଡ଼େ
উদাহরণ :
ଭାରତୀୟ ଅର୍ଥବ୍ୟବସ୍ଥାର ବିଭିନ୍ନ ଦିଗ ଉପରେ ବିଚାର କରିବା ଆବଶ୍ୟକ
সমার্থক : ପକ୍ଷ
অন্যান্য ভাষায় অনুবাদ :
অর্থ : ସେନାର କୌଣସି ପକ୍ଷ (ବାମ ବା ଡାହାଣ)
উদাহরণ :
ଭାରତୀୟ ସେନା ପ୍ରଥମେ ଶତ୍ରୁସୈନ୍ୟଙ୍କ ଦକ୍ଷିଣ ଦିଗରୁ ଆକ୍ରମଣ କଲେ
সমার্থক : ପକ୍ଷ
অন্যান্য ভাষায় অনুবাদ :