অর্থ : ସେହି ବୃତ୍ତି ବା ଶକ୍ତି ଯେଉଁଥିରେ ମନୁଷ୍ୟ ବା ଜୀବ ସବୁ ଜିନିଷ ଦେଖି ପାରନ୍ତି
উদাহরণ :
ଶାଗୁଣାର ଦୃଷ୍ଟି ବହୁତ ତେଜ୍ ହୋଇଥାଏ
সমার্থক : ଦୃଷ୍ଟିକ୍ଷମତା
অন্যান্য ভাষায় অনুবাদ :
অর্থ : କୌଣସି ବସ୍ତୁକୁ ଦେଖିବା ବା କିଛି ବିଷୟ ସମ୍ପର୍କରେ ବିଚାର କରିବାର ବୃତ୍ତି ବା ଢଙ୍ଗ
উদাহরণ :
ଆମ ଦୃଷ୍ଟି କୋଣରେ ଆପଣଙ୍କର ଏହି କାମ ଅନୁଚିତ
সমার্থক : ଦୃଷ୍ଟି କୋଣ, ନଜର, ବିଚାର
অন্যান্য ভাষায় অনুবাদ :
A mental position from which things are viewed.
We should consider this problem from the viewpoint of the Russians.অর্থ : ଦେଖିବା କ୍ରିୟା ବା ଢଙ୍ଗ
উদাহরণ :
ତାଙ୍କ ଦୃଷ୍ଟିରୁ ହିଁ ଆମେ ବୁଝିଗଲୁ ଯେ ସେ ବହୁତ ରାଗରେ ଅଛନ୍ତି ତାର ଚଞ୍ଚଳ ଦୃଷ୍ଟିପାତ ଭାରି ମୋହକ
অন্যান্য ভাষায় অনুবাদ :
The act of directing the eyes toward something and perceiving it visually.
He went out to have a look.অর্থ : ଆଖିର ଦୃଷ୍ଟି-କ୍ଷେତ୍ର ବା ଦୃଷ୍ଟି-ସୀମା ବା ଯେଉଁ ପର୍ଯ୍ୟନ୍ତ ଆଖିକୁ ଦେଖାଯାଏ
উদাহরণ :
ସେ ମୋ ଦୃଷ୍ଟିସୀମାରୁ ବାହାରି ନଯିବା ପର୍ଯ୍ୟନ୍ତ ମୁଁ ତାଙ୍କୁ ଦେଖୁଥିଲି
সমার্থক : ଆଖିଆଗ, ନେତ୍ରଦୃଷ୍ଟି
অন্যান্য ভাষায় অনুবাদ :
* आँख का दृष्टि-क्षेत्र या दृष्टि-सीमा या जहाँ तक आँख से देखा जा सकता हो।
मैं उन्हें तब तक देखता रहा जब तक वे मेरी दृष्टि से बाहर नहीं हो गए।অর্থ : ଦୃଷ୍ଟି ସମ୍ବନ୍ଧୀୟ ବୋଧ ବା ଅଭିଜ୍ଞତାର ଅବସ୍ଥା
উদাহরণ :
ତା ପତ୍ନୀର ଦୃଷ୍ଟିବୋଧ ତାକୁ ଯଥାର୍ଥତା ସହିତ ପରିଚିତ କରାଇଲା
সমার্থক : ଦୃଷ୍ଟିବୋଧ
অন্যান্য ভাষায় অনুবাদ :
* दृष्टि संबंधी बोध या अभिज्ञता की अवस्था।
उसकी पत्नी की दृष्टि ने उसे यथार्थता से परिचित कराया।An instance of visual perception.
The sight of his wife brought him back to reality.