অর্থ : ଯେଉଁ ଦେବୀ ଅନେକ ଅସୁରଙ୍କୁ ବଧ କରିଥିଲେ ଏବଂ ଯାହାଙ୍କୁ ଆଦିଶକ୍ତି ବୋଲି ବିଚାର କରାଯାଏ
উদাহরণ :
ଦଶହରାରେ ଲୋକମାନେ ସ୍ଥାନେସ୍ଥାନେ ଦୁର୍ଗାଙ୍କ ପ୍ରତିମା ସ୍ଥାପନ କରନ୍ତି
সমার্থক : ଅପରାଜିତା, ଅପର୍ଣ୍ଣା, ଆଦିଶକ୍ତି, ଜଗଦମ୍ବା, ଜଗନ୍ମୋହିନୀ, ଦଶଭୂଜା, ଦୁର୍ଗା, ପରମେଶ୍ୱରୀ, ମହାମାୟା, ମହିଷାସୁରମର୍ଦ୍ଦିନୀ, ଶାରଦା, ଶିବାନୀ, ସିଂହବାହିନୀ, ସୌମ୍ୟା
অন্যান্য ভাষায় অনুবাদ :
एक देवी जिन्होंने अनेक असुरों का वध किया और जो आदि शक्ति मानी जाती हैं।
नवरात्र में लोग जगह-जगह दुर्गा की प्रतिमा स्थापित करते हैं।