অর্থ : ପିଲା ଜନ୍ମକଲାବେଳେ ସହାୟତା କରୁଥିବା ସ୍ତ୍ରୀ
উদাহরণ :
ଆଜିକାଲି ଗାଁରେ ଧାଈମାନଙ୍କୁ ସରକାରୀ ପ୍ରଶିକ୍ଷଣ ଦିଆ ଯାଉଛି
সমার্থক : ସେବିକା
অন্যান্য ভাষায় অনুবাদ :
অর্থ : ଅନ୍ୟର ପିଲାକୁ ନିଜ କ୍ଷୀର ପିଆଇବା କିମ୍ବା ତାର ଦେଖାଶୁଣା କରୁଥିବା ସ୍ତ୍ରୀ
উদাহরণ :
ମା’ଙ୍କର ମୃତ୍ୟୁପରେ ଶ୍ୟାମ ଜଣେ ଧାତ୍ରୀଙ୍କ କୋଳରେ ବଢ଼ିଲେ
সমার্থক : ଧାତ୍ରୀ
অন্যান্য ভাষায় অনুবাদ :