অর্থ : ବୁଣା କାମରେ ଆସୁଥିବା ତନ୍ତୀର ଏକ ଉପକରଣ
উদাহরণ :
ନଟେଇରେ ଲୁଗାର ଲମ୍ବା ପାଖ ସୂତାର ଶେଷଭାଗ ଟଣା ଯାଇଥାଏ
অন্যান্য ভাষায় অনুবাদ :
অর্থ : ଯେଉଁ ଉପକରଣ ଉପରେ ଗୁଡ଼ି ଉଡ଼ାଇବା ସୂତା ଗୁଡ଼ାଯାଏ
উদাহরণ :
ସେ ଗୁଡ଼ିର ସୂତାକୁ ଗୁଡ଼ାଇବାପାଇଁ ଗୋଟିଏ ନଟେଇ କିଣିଲା
অর্থ : ବଡକାଠିରେ ତିଆରି ହୋଇଥିବା ଏକ ଉପକରଣ ଯେଉଁଥିରେ ତନ୍ତ ସୂତା ଗୁଡ଼ା ହୋଇଥାଏ
উদাহরণ :
ତନ୍ତୀ ନଟେଇରେ ସୂତା ଗୁଡ଼ାଉଛି
অন্যান্য ভাষায় অনুবাদ :