অর্থ : ଗୋଟିଏ ପୌରାଣିକ ଅସ୍ତ୍ର ଯାହା ବିଷୟରେ କୁହାଯାଏ ଯେ ଏହା ଆଧୁନିକ ବନ୍ଧୁକ ସହିତ ସମାନ ଥିଲା
উদাহরণ :
ନଳିକାରୁ ଗୁଳି ବା ଛୋଟଛୋଟ ତୀର ଛଡା ଯାଉଥିଲା
অন্যান্য ভাষায় অনুবাদ :
অর্থ : ସ୍ରାବ ନିମନ୍ତେ ନଳି ଆକାରର ସଂରଚନା ଯେଉଁଥିରେ କିଛି ତରଳ ପଦାର୍ଥ ରହିଥାଏ
উদাহরণ :
ଆମ ଶରୀରରେ କେତେ ପ୍ରକାରର ନାଡ଼ି ଥାଏ
সমার্থক : ନାଡ଼ି, ବାହିନୀ ନଳିକା
অন্যান্য ভাষায় অনুবাদ :
A bodily passage or tube lined with epithelial cells and conveying a secretion or other substance.
The tear duct was obstructed.