অর্থ : ଗୋଟିଏ ପୌରାଣିକ ଅସ୍ତ୍ର ଯାହା ବିଷୟରେ କୁହାଯାଏ ଯେ ଏହା ଆଧୁନିକ ବନ୍ଧୁକ ସହିତ ସମାନ ଥିଲା
উদাহরণ :
ନଳିକାରୁ ଗୁଳି ବା ଛୋଟଛୋଟ ତୀର ଛଡା ଯାଉଥିଲା
অন্যান্য ভাষায় অনুবাদ :
অর্থ : ଯେଉଁ ନଳାରେ ମଇଳା ପାଣି ବହେ
উদাহরণ :
ଘରଗୁଡ଼ିକର ନଳାପାଣି ଗଳିରେ ଜମା ହେଲେ ବିଭିନ୍ନ ପ୍ରକାରର ରୋଗ ଉତ୍ପନ୍ନ ହୋଇଥାଏ
সমার্থক : ନଳା
অন্যান্য ভাষায় অনুবাদ :
অর্থ : ଯେଉଁ ଜଳମାର୍ଗରେ ବର୍ଷାପାଣି ବହେ
উদাহরণ :
ଲଗାଣ ବର୍ଷା ହେବାରୁ ନାଳଗୁଡ଼ିକ ଉଛୁଳି ପଡ଼ୁଛି
অন্যান্য ভাষায় অনুবাদ :
A passage for water (or other fluids) to flow through.
The fields were crossed with irrigation channels.অর্থ : ଏହି ବଡ଼ ନଳା ଯେଉଁଥିରେ ବର୍ଷା ପାଣି ବା ମଇଳା ପାଣିଆଦି ପ୍ରବାହିତ ହୁଏ
উদাহরণ :
ଏହି ନଳାର ପାଣି ସହରଠାରୁ ଦୂରରେ ଏକ ନଦୀରେ ଯାଇପଡ଼ିଛି
সমার্থক : ନଳା
অন্যান্য ভাষায় অনুবাদ :