অর্থ : କୌଣସି କାମ କରିବାପାଇଁ ନିଆଯାଇଥିବା ଦୃଢ଼ ନିର୍ଣ୍ଣୟ ବା ନିଷ୍ପତ୍ତି
উদাহরণ :
ଛାତ୍ରଟି ଚୋରି ନ କରିବାପାଇଁ ସଂକଳ୍ପ ନେଇଛି
সমার্থক : ଦୃଢ଼ ନିର୍ଣ୍ଣୟ, ବ୍ରତ, ସଂକଳ୍ପ
অন্যান্য ভাষায় অনুবাদ :
कोई कार्य करने के लिए लिया गया दृढ़ निर्णय या निश्चय।
छात्र ने चोरी न करने का संकल्प लिया।অর্থ : ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ
উদাহরণ :
ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ
অন্যান্য ভাষায় অনুবাদ :
A complex of methods or rules governing behavior.
They have to operate under a system they oppose.