অর্থ : ଯେଉଁ ସମିତି ନିକଟରେ ନିରୀକ୍ଷଣାତ୍ମକ ବା ପର୍ଯ୍ୟବେକ୍ଷିତ ଶକ୍ତି ଥାଏ
উদাহরণ :
ପରିଷଦର ନିର୍ଣ୍ଣୟ ସର୍ବମାନ୍ୟ ହେବ
সমার্থক : ବୋର୍ଡ଼
অন্যান্য ভাষায় অনুবাদ :
অর্থ : ଏକ ସଙ୍ଗେ କୌଣସି କାମ କରିବାପାଇଁ ଲୋକମାନଙ୍କ ଏକ ସମୂହ
উদাহরণ :
ରାମ ଏକ ବେସରକାରୀ ସଂଗଠନର ସଦସ୍ୟ
সমার্থক : ପ୍ରତିଷ୍ଠାନ, ସଂଗଠନ, ସଂସ୍ଥା
অন্যান্য ভাষায় অনুবাদ :
অর্থ : ଲୋକଙ୍କ ସଭା ଯାହା ବିଚାର -ବିମର୍ଷପାଇଁ ହୋଇଥାଏ
উদাহরণ :
ପରିଷଦରେ ବିଭିର୍ନ୍ନ ଦାବି ଉପରେ ବିଚାର-ବିମର୍ଷ ହେଲା
সমার্থক : କାଉନସିଲ
অন্যান্য ভাষায় অনুবাদ :