অর্থ : କୌଣସି ବସ୍ତୁର ଅଚଳ ଅଂଶ
উদাহরণ :
ଏହି କମ୍ପ୍ୟୁଟରର ଆଧାର ଭାଙ୍ଗିଗଲା ଏହି ଚଉକୀର ଗୋଟିଏ ଗୋଡ଼ ଭାଙ୍ଗିଗଲା
অন্যান্য ভাষায় অনুবাদ :
The lower part of anything.
Curled up on the foot of the bed.অর্থ : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ
উদাহরণ :
ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ
সমার্থক : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ଚରଣ, ବିଭାଗ, ଭାଗ
অন্যান্য ভাষায় অনুবাদ :
Something determined in relation to something that includes it.
He wanted to feel a part of something bigger than himself.অর্থ : କୌଣସି ଲୋକର ଗୋଡ଼ର ସବୁଠାରୁ ନୀଚ ଅଂଶ ଯାହା ଉପରେ ସେ ଠିଆ ହୁଏ ବା ଯାହାଦ୍ୱାରା ସେ ଚାଲେ
উদাহরণ :
କର୍ମଚାରୀ ଜଣଙ୍କ ଅଧିକାରୀଙ୍କ ପାଦତଳେ ପଡ଼ି କରୁଣ ଭାବେ ପ୍ରାର୍ଥନା କଲା
অন্যান্য ভাষায় অনুবাদ :
The part of the leg of a human being below the ankle joint.
His bare feet projected from his trousers.