অর্থ : ପଶୁ, ପକ୍ଷୀଆଦିଙ୍କୁ ନିଜ ପାଖରେ ରଖି ଖାଇବା ପିଇବାକୁ ଦେବା
উদাহরণ :
କିଛି ଲୋକ ସଉକରେ କୁକୁର, ବିଲେଇ, ଶୁଆଆଦି ପୋଷନ୍ତି
অন্যান্য ভাষায় অনুবাদ :
অর্থ : ଭୋଜନ ଓ ବସ୍ତ୍ର ଦେଇ ଜୀବନ ରକ୍ଷା କରିବା
উদাহরণ :
ପ୍ରତ୍ୟେକ ମାଁ ବାପା ନିଜନିଜର କ୍ଷମତା ଅନୁସାରେ ନିଜ ପିଲାମାନଙ୍କୁ ପାଳନ କରନ୍ତି
সমার্থক : ପାଳନ କରିବା, ପାଳନପୋଷଣ କରିବା, ପୋଷିବା
অন্যান্য ভাষায় অনুবাদ :
भोजन, वस्त्र आदि देकर जीवन रक्षा करना।
हर माँ-बाप अपनी हैसियत के अनुसार,अपने बच्चों को पालते हैं।